Utvidet returrett til 31. januar 2025

Apadebata

Om Apadebata

କବିସତ୍ତା ଓ ପାଠକୀୟ ସତ୍ତା ମଧ୍ୟରେ ରହି ଆସିଥିବା ବିତର୍କିତ ବ୍ୟବଧାନକୁ ସଂକୁଚିତ କରିଦିଏ ସଂକଳନର ପ୍ରତିଟି କବିତା । କବିତା କହିଯାଏ ନିଜ କଥା । ସୂକ୍ଷ୍ମଭାବ ତଥା ସଂକ୍ଷିପ୍ତ ପରିସର ମଧ୍ୟରେ କଥାବସ୍ତୁର ବ୍ୟାପ୍ତି, ସଘନ ଚିତ୍ରକଳ୍ପ, ଶବ୍ଦର ସୁଦକ୍ଷ ବ୍ୟବହାର ଓ ମାଟିପାଣିର ବାସ୍ନା କବିତାଗୁଡିକକୁ ରସୋତ୍ତୀର୍ଣ୍ଣ କରିଛି । ଜୀବନ ଆଉ ସମାଜ ସହିତ କବିଙ୍କର ଅନ୍ତରଂଗ ସଂପର୍କ ଓ ମୂଲ୍ୟବୋଧର ଅବକ୍ଷୟ ପ୍ରତି ତୀର୍ଯ୍ୟକ ଦୃଷ୍ଟିପାତରେ ସମସ୍ତ କବିତା ସମୃଦ୍ଧ । ପ୍ରତ୍ୟେକଟି ଶ୍ରୀଯୁକ୍ତ ସାହୁଙ୍କ ସୂକ୍ଷ୍ମାନୁଭୂତିର ଗୋଟିଏ ଗୋଟିଏ ସାର୍ଥକ ଅଭିବ୍ୟକ୍ତି । ଆଶା,ଏହା ସାମଗ୍ରିକ ଭାବେ ପାଠକୀୟ ଆଦର ଲାଭ କରିବ । ସଂପାଦକ କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ କେନ୍ଦ୍ରାପଡ଼ା, ଓଡ଼ିଶା

Vis mer
  • Språk:
  • Odia
  • ISBN:
  • 9781645605331
  • Bindende:
  • Paperback
  • Utgitt:
  • 12. mars 2024
  • Dimensjoner:
  • 140x216x7 mm.
  • Vekt:
  • 154 g.
  • BLACK NOVEMBER
Leveringstid: 2-4 uker
Forventet levering: 15. desember 2024

Beskrivelse av Apadebata

କବିସତ୍ତା ଓ ପାଠକୀୟ ସତ୍ତା ମଧ୍ୟରେ ରହି ଆସିଥିବା ବିତର୍କିତ ବ୍ୟବଧାନକୁ ସଂକୁଚିତ କରିଦିଏ ସଂକଳନର ପ୍ରତିଟି କବିତା । କବିତା କହିଯାଏ ନିଜ କଥା । ସୂକ୍ଷ୍ମଭାବ ତଥା ସଂକ୍ଷିପ୍ତ ପରିସର ମଧ୍ୟରେ କଥାବସ୍ତୁର ବ୍ୟାପ୍ତି, ସଘନ ଚିତ୍ରକଳ୍ପ, ଶବ୍ଦର ସୁଦକ୍ଷ ବ୍ୟବହାର ଓ ମାଟିପାଣିର ବାସ୍ନା କବିତାଗୁଡିକକୁ ରସୋତ୍ତୀର୍ଣ୍ଣ କରିଛି । ଜୀବନ ଆଉ ସମାଜ ସହିତ କବିଙ୍କର ଅନ୍ତରଂଗ ସଂପର୍କ ଓ ମୂଲ୍ୟବୋଧର ଅବକ୍ଷୟ ପ୍ରତି ତୀର୍ଯ୍ୟକ ଦୃଷ୍ଟିପାତରେ ସମସ୍ତ କବିତା ସମୃଦ୍ଧ । ପ୍ରତ୍ୟେକଟି ଶ୍ରୀଯୁକ୍ତ ସାହୁଙ୍କ ସୂକ୍ଷ୍ମାନୁଭୂତିର ଗୋଟିଏ ଗୋଟିଏ ସାର୍ଥକ ଅଭିବ୍ୟକ୍ତି । ଆଶା,ଏହା ସାମଗ୍ରିକ ଭାବେ ପାଠକୀୟ ଆଦର ଲାଭ କରିବ ।
ସଂପାଦକ
କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ
କେନ୍ଦ୍ରାପଡ଼ା, ଓଡ଼ିଶା

Brukervurderinger av Apadebata



Gjør som tusenvis av andre bokelskere

Abonner på vårt nyhetsbrev og få rabatter og inspirasjon til din neste leseopplevelse.